୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ତାଲିମ ଶେଷ ପରେ ୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ଆଇଏଏସ ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲ୍ଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲ୍ଲାପାଳ, କସ୍ତୁରୀ ସାଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ, ଫାବି ରସିଦ୍ କୋରାପୁଟ ଉପଜିଲ୍ଲାପାଳ, ମୃଣାଳିକା ରାଠୋଡ୍ ରାୟଗଡ଼ା ଉପଜିଲାପାଳ, ଶୁଭ୍ରା ପଣ୍ଡାଙ୍କୁ ଜୟପୁର, ପୱନ କୁମାର ଟିଟିଲାଗଡ଼, ଭଗତ ସାମଲ କଲ୍ୟାଣରାଓ ପାରଳାଖେମୁଣ୍ଡି ଓ ସନ୍ତୋଷ କୁମାର ପାତ୍ରଙ୍କୁ ବଣାଇଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ଏ ନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

Leave a Reply

Your email address will not be published. Required fields are marked *