ଆସନ୍ତାକାଲି ଜିଲାର ସମସ୍ତ ସ୍କୁଲ ଛୁଟି

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲକୁ ଛୁଟି ଘୋଷଣା କରିଥିଲେ କେନ୍ଦୁଝର ଜିଲ୍ଳାପାଳ । ବର୍ଷା ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ବୁଧବାର ମଧ୍ୟ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ତେବେ ଶିକ୍ଷକ ଶିକ୍ଷୟିତ୍ରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *