ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ:ବିମାନବନ୍ଦରରେ ଭବ୍ୟ ସ୍ୱାଗତ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାଗତ କରାଯିବା ପରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି।

Advertisement

       ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ମନ୍ତ୍ରିପରିଷଦର ସଦସ୍ୟ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *