ଆଗକୁ ଅକ୍ଷୟ ତୃତୀୟା,ବଢିଲା ସୁନା ମୂଲ୍ୟ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୁପାର ନୂଆ ଦର । ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି ।

    ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦର ବଢିଥିବା ଦେଖିବାକୁ ମିଳିଛି । ଦେଶର ଆର୍ଥୀକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି ।
    ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧ ଲକ୍ଷ ୪୨ ହଜାର ୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧ ଲକ୍ଷ ୫୫ ହଜାର ୭୮୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *